ଆସନ୍ତା ୧୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୧ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ପାଣିପାଗ ବିଶେଷଜ୍ଞ କଣ କହୁଛନ୍ତି ଶୁଣନ୍ତୁ ।