ବର୍ଷା ଅସରାଏ ହେଲେ ଭୁବନେଶ୍ବର ଆଉ ଭୁବନେଶ୍ବର ଭଳି ହୋଇ ଲାଗୁ ନାହିଁ। ବନ୍ଧରେ ଘାଇ ହେଲେ ଯେମିତି ତଳିଆ ଅଞ୍ଚଳର ଲୋକେ ପାଣିରେ ଉବୁଟୁବୁ ହୁଅନ୍ତି, ଠିକ ସେମିତି ବର୍ଷା ହେଲେ ରାଜଧାନୀବାସୀଙ୍କ ଚିନ୍ତା ବଢ଼ୁଛି। ଇଏ ହେଉଛି ଭୁବନେଶ୍ବର ଖଣ୍ଡଗିରି ସ୍ଥିତ ରାଜୀବ ନଗରର ଦୃଶ୍ୟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Weather
ଶୀତ ସାଙ୍ଗକୁ କଲବଲ କରିବ କୁହୁଡି!
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଶୁକ୍ରବାର ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ରାୟଗଡ଼ା ଓ ଝାରସୁଗୁଡ଼ାରେ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
Weather
ଆଜି ବି ଥରାଇବ ଶୀତ, କାଲି ବଢ଼ିବ କୁହୁଡ଼ି
ବିଶେଷକରି ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ନୟାଗଡ଼ କେନ୍ଦୁଝର ମୟୂରଭଂଜରେ କୁହୁଡ଼ି ସମ୍ଭାବନା ରହିଛି।
Weather
ଖସୁଛି ପାରଦ, ବଢୁଛି ଶୀତ; କଲବଲ କରିବ ଘନ କୁହୁଡି!
ସେପଟେ ରାଜ୍ୟର କେତେକ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ସକାଳେ ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାରେ ଘନ କୁହୁଡି ହୋଇପାରେ।