ବଢ଼ିଲା ବାତ୍ୟା ସମ୍ଭାବନା। ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହାକୁ ନେଇ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ଆସିବା ନେଇ ଆଶଙ୍କା କରାଯାଉଛି। ଏନେଇ ପାଣିପାଗ ବିଭାଗ ଆକଳନ କରିଛି।
ଦକ୍ଷିଣ ଆଣ୍ଡାମାନ ସାଗର ଓ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳ ମଲାକା ଷ୍ଟ୍ରେଟରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ନଭେମ୍ବର ୨୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।
Also Read
ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ଦକ୍ଷିଣ ପୂର୍ବ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି କରିବ। ଫଳରେ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
୨୧ ତାରିଖ ଯାଏଁ ବର୍ଷା! ଚିନ୍ତାରେ ଚାଷୀ
ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେପଟେ ବର୍ଷା ହେଲେ ଏକର ଏକର ଫସଲର ଧାନ ନଷ୍ଟ ହେବା ଆଶଙ୍କାରେ ଚାଷୀ।
Weather
କମିବ ଶୀତ, ବଢ଼ିବ ତାପମାତ୍ରା; ହୋଇପାରେ ବର୍ଷା
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆଗାମୀ ୪୮ ଘଣ୍ଟା ଭିତରେ କୋରାପୁଟ ଓ କନ୍ଧମାଳରେ ଘନ କୁଡୁଡି ହେବାର ସମ୍ଭାବନା ରହିଛି।
Weather
ରାଜ୍ୟରେ ଅସହ୍ୟ ଶୀତ: ୧ ଡିଗ୍ରୀକୁ ଖସିଲା ପାରଦ, କେଉଁଠି ଜାଣନ୍ତୁ
ରାଜ୍ୟ ଆହୁରି ଶୀତ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି।
Weather
ବଦଳିଲା ପାଗର ମିଜାଜ୍; ଟ୍ୱିନ୍ ସିଟିରେ ବର୍ଷା
ରାଜ୍ୟରେ ସ୍ୱଳ୍ପ ଧରଣର ବର୍ଷା ପ୍ରଭାବରେ ୨ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ।
Weather
ଚାଷୀଙ୍କୁ ଧାନ ଅମଳ ଚିନ୍ତା; ୮ ଓ ୯ ତାରିଖରେ ବର୍ଷା!
ରାଜ୍ୟର କିଛି ଜିଲ୍ଲାରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ତେଣୁ ପ୍ରବର ଶୀତ ହେବ ବୋଲି ଆକଳନ କରାଯାଉଛି।