‘୨୨ରେ ଲଘୁଚାପ ସମ୍ଭାବନା’ | Odisha Reporter
୨୨ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହାକ୍ରମେ ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗରେ ଗତି କରିବ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ୨୪ ତାରିଖରେ ଅବପାତ ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବ ଓଡ଼ିଶା ଉପରେ କେବେ ପଡ଼ିବ ଓ ଏହା ପ୍ରଭାବରେ ଓଡ଼ିଶାରେ କେବେଠୁ ପାଗରେ ପରିବର୍ତ୍ତନ ହେବା ସହ ବର୍ଷା ହେବ ତାହା ଜଣାପଡ଼ିନାହିଁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
