Advertisment

ଆସୁଛି ଲଘୁଚାପ!

ଏହାର ପ୍ରଭାବ ଓଡ଼ିଶା ଉପରେ କେବେ ପଡ଼ିବ ଓ ଏହା ପ୍ରଭାବରେ ଓଡ଼ିଶାରେ କେବେଠୁ ପାଗରେ ପରିବର୍ତ୍ତନ ହେବା ସହ ବର୍ଷା ହେବ, ତାହା ଜଣାପଡ଼ିନାହିଁ।

Advertisment

୨୨ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହାକ୍ରମେ ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗରେ ଗତି କରିବ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ୨୪ ତାରିଖରେ ଅବପାତ ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବ ଓଡ଼ିଶା ଉପରେ କେବେ ପଡ଼ିବ ଓ ଏହା ପ୍ରଭାବରେ ଓଡ଼ିଶାରେ କେବେଠୁ ପାଗରେ ପରିବର୍ତ୍ତନ ହେବା ସହ ବର୍ଷା ହେବ ତାହା ଜଣାପଡ଼ିନାହିଁ।  

Advertisment
Weather Update Weather News Weather Forecast
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe