ଆଜି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର, ୩୧ ଯାଏଁ ପ୍ରବଳ ବର୍ଷିବ

ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଇଁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ ।

Low Pressure

Representational Image

Niharika Rout
  • Published: Thursday, 29 August 2024
  • Updated: 29 August 2024, 07:55 AM IST

Sports

Latest News

ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଇଁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତାକାଲି ପାଇଁ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଜାରି ହୋଇଛି ଅତି ପ୍ରବଳ ବର୍ଷା ସତର୍କତା ବା ଅରେଞ୍ଜ ୱାର୍ଣ୍ଣିଂ । ଆସନ୍ତା ୩୦ ଓ ୩୧ ତାରିଖରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Also Read

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story