ତାତିରେ ସିଝିଲା ପୂରା ରାଜ୍ୟ! ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ମାଲକାନଗିରି ପାଲଟିଛି ଉତ୍ତପ୍ତ ସହର। ଏଠାରେ ତାପମାତ୍ରା ୪୧ ଡ଼ିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତାତିରୁ ବର୍ତ୍ତି ପାରିନି ରାଜଧାନୀ ଭୁବନେଶ୍ୱର।
Also Read
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍ ଅନୁସାରେ ବୌଦ୍ଧ ଓ ଟିଟିଲାଗଡରେ ତାପମାତ୍ରା ୪୦.୫ ଡ଼ିଗ୍ରୀ ଛୁଇଁଛି। ସେହିପରି ବଲାଙ୍ଗିରରେ ୪୦.୨ ଡ଼ିଗ୍ରୀ ଓ ନୟାଗଡରେ ୪୦ ଡ଼ିଗ୍ରୀ ରେକର୍ଡ କରାଯାଇଛି। ତାତିରୁ ବର୍ତ୍ତି ପାରିନି ରାଜଧାନୀ ଭୁବନେଶ୍ୱର ଓ କଟକ। ଭୁବନେଶ୍ୱରରେ ୩୭ ଡ଼ିଗ୍ରୀ ଓ କଟକରେ ୩୭.୬ ତାପମାତ୍ରା ଡ଼ିଗ୍ରୀ ରେକର୍ଡ କରାଯାଇଛି। ଯାହା ଫଳରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଲଘୁଚାପ ପ୍ରଭାବରେ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।
Weather
କାଲିଠୁ କମିବ ବର୍ଷା, ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ବର୍ଷା ହୋଇଛି ନୟାଗଡ଼ ଜିଲ୍ଲା ରଣପୁରରେ।
Weather
ଦୁର୍ବଳ ହେଉଛି ଅବପାତ; ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ
ମତ୍ସ୍ୟଜୀବୀମାନେ ସମୁଦ୍ରକୁ ନଯିବା ପାଇଁ କୁହାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି କୂଳକୁ ଫେରି ଆସିବାକୁ ନିବେଦନ କରାଯାଇଛି।
Weather
ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର।