‘ଭୟ କରନ୍ତୁ ନାହିଁ ସବୁ ବିଭାଗ ପ୍ରସ୍ତୁତ ଅଛି’ | Odisha Reporter
ବାତ୍ୟା ମୁକାବିଲା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୂଚନା। ଭୟଭୀତ ନହେବାକୁ ଲୋକଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ। ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ଅଛନ୍ତି । ଭୟଭୀତ ହୁଅନ୍ତୁନି, ଜିରୋ କାଜୁଆଲିଟି ଆମ ମିଶନ ବୋଲି କହିଲେ ମୁଖ୍ୟମନ୍ତ୍ରୀ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
