ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୩.୬ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି। ଯାହା ଭୁବନେଶ୍ବର ରାଜ୍ୟର ସବୁଠୁ ଉତ୍ତପ୍ତ ସହର। ସେହିପରି ଅପରାହ୍ନ ଅଢ଼େଇଟା ସୁଦ୍ଧା ଝାରସୁଗୁଡ଼ାରେ ୪୨.୬ ଡିଗ୍ରୀ, ବାଲେଶ୍ୱରରେ ୪୨.୨, ସମ୍ବଲପୁରରେ ୪୧.୭, ହୀରାକୁଦରେ ୪୧.୪, ଚାନ୍ଦବାଲିରେ ୪୧.୨, କେନ୍ଦୁଝର ୪୦.୯ ଓ ରାଉରକେଲାରେ ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ତେବେ ଏହାକୁ ନେଇ କ'ଣ କହିଛନ୍ତି ଶୁଣନ୍ତୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଲଘୁଚାପ ପ୍ରଭାବରେ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।
Weather
କାଲିଠୁ କମିବ ବର୍ଷା, ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ବର୍ଷା ହୋଇଛି ନୟାଗଡ଼ ଜିଲ୍ଲା ରଣପୁରରେ।
Weather
ଦୁର୍ବଳ ହେଉଛି ଅବପାତ; ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ
ମତ୍ସ୍ୟଜୀବୀମାନେ ସମୁଦ୍ରକୁ ନଯିବା ପାଇଁ କୁହାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି କୂଳକୁ ଫେରି ଆସିବାକୁ ନିବେଦନ କରାଯାଇଛି।
Weather
ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର।