Advertisment

ରେକର୍ଡ ଭାଙ୍ଗିଲା ତାତି, ୪୩.୬ ଡିଗ୍ରୀ ସହ ଭୁବନେଶ୍ବର ରାଜ୍ୟର ସବୁଠୁ ଉତ୍ତପ୍ତ ସହର

୪୩.୬ ଡ଼ିଗ୍ରୀ ସହ ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର।

Advertisment

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୩.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଯାହା ଭୁବନେଶ୍ବର ରାଜ୍ୟର ସବୁଠୁ ଉତ୍ତପ୍ତ ସହର। ସେହିପରି ଅପରାହ୍ନ ଅଢ଼େଇଟା ସୁଦ୍ଧା ଝାରସୁଗୁଡ଼ାରେ ୪୨.୬ ଡିଗ୍ରୀ, ବାଲେଶ୍ୱରରେ ୪୨.୨, ସମ୍ବଲପୁରରେ ୪୧.୭, ହୀରାକୁଦରେ ୪୧.୪, ଚାନ୍ଦବାଲିରେ ୪୧.୨, କେନ୍ଦୁଝର ୪୦.୯ ଓ ରାଉରକେଲାରେ ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ତେବେ ଏହାକୁ ନେଇ କ'ଣ କହିଛନ୍ତି ଶୁଣନ୍ତୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ।

Advertisment
Weather Report Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe