ଆଗାମୀ ତିନି ଦିନ ପଡ଼ିବ ଘନ କୁହୁଡ଼ି, ୨୬ ଯାଏଁ ଅଛି ବର୍ଷା

ବର୍ତ୍ତମାନ ଯେଉଁ ଗୁରୁଚାପ ବଳୟଟି ରହିଛି, ତା’ ପ୍ରଭାବରେ ରାଜ୍ୟରେ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ବାୟୁ ପ୍ରବାହିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଆଗାମୀ ୬ ଦିନ ଯାଏ ରାଜ୍ୟର କିଛି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି।

Umbrella

Representational Image

Jitendra Garnayak
  • Published: Saturday, 20 January 2024
  • Updated: 20 January 2024, 06:46 PM IST

ଆଗାମୀ ତିନି ଦିନ ରାଜ୍ୟର କିଛି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ସେଥିପାଇଁ ସଂପୃକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି। ସେହିପରି ଆଗାମୀ ୬ ଦିନ ଯାଏ ଅର୍ଥାତ୍ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ବର୍ତ୍ତମାନ ଯେଉଁ ଗୁରୁଚାପ ବଳୟଟି ରହିଛି, ତା’ ପ୍ରଭାବରେ ରାଜ୍ୟରେ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ବାୟୁ ପ୍ରବାହିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଆଗାମୀ ୬ ଦିନ ଯାଏ ରାଜ୍ୟର କିଛି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି। ସେହିପରି ଆଗାମୀ ତିନି ଦିନ ଯାଏଁ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ହେବାର ସମ୍ଭାବନା ଥିବାରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ବର୍ତ୍ତମାନ ରାଜ୍ୟର ଅନେକ ସ୍ଥାନରେ ରାତ୍ରି ତାପମାତ୍ରା ସ୍ୱାଭାବିକ ତୁଳନାରେ ଅଧିକ ରହୁଛି। ତେଣୁ ଶୀତର ପ୍ରକୋପ ବିଶେଷ ରହିବ ନାହିଁ ବୋଲି ପୂର୍ବାନୁମାନ ଜାରି କରାଯାଇଛି।

ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ

ଆଜିଠାରୁ ୨୧ ତାରିଖ (ଆସନ୍ତାକାଲି) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୋଳ, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।

୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, କଟକ, ଅନୁଗୋଳ ଓ ବଲାଙ୍ଗିର ଜିଲ୍ଲାର ଗୋଟିରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।

ସେହିପରି ୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Also Read

ବର୍ଷା

ଆଜିଠାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

୨୩ ତାରିଖ ସାଢ଼େ ୮ଟାରୁ ୨୪ ତାରିଖ ସାଢ଼େ ୮ଟା ପର୍ଯ୍ୟନ୍ତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୋଳ, ଜଗତସିଂହପୁର, କଟକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକ ସମେତ ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ମୟୂରଭଞ୍ଜ, ପୁରୀ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story