୧୧ ପରେ ରାଜ୍ୟରେ ବଢ଼ିବ ବର୍ଷା!

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Rain PhotoOR

ବୁଧବାର ରାଜଧାନୀର ଚିତ୍ର

Manoranjan Sial
  • Published: Monday, 08 July 2024
  • Updated: 08 July 2024, 06:04 PM IST

Sports

Latest News

ଆଗାମୀ ୨ ଦିନ ରାଜ୍ୟରେ ବର୍ଷା ଲାଗି ରହିବ। ତେବେ ୧୧ ତାରିଖ ପରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି। ଏଥିସହ ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏ ନେଇ ପୂର୍ବାନୁମାନ କରିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

Also Read

୯ ଓ ୧୦ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ୧୧ ତାରିଖ ପରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସେପଟେ ଦେଖିବାକୁ ଗଲେ ଆଜି ଦିନ ତମାମ କେତେବେଳେ ପାଗ ମେଘୁଆ ରହୁଥିଲା ତ ଆଉ କେତେବେଳେ ପ୍ରଚଣ୍ଡ ଖରା ହେଉଥିଲା। ମଝିରେ ମଝିରେ ଝିପିଝିପି ବର୍ଷା ହେଉଥିବା ଦେଖିବାକୁ ମିଳୁଥିଲା। ଯେଉଁଥିପାଇଁ ଜୀବନଯାତ୍ରା ପ୍ରଭାବିତ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story