ବାତ୍ୟା ଆଲର୍ଟ: ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍

ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ହିଟ୍‌ କରିପାରେ। ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ବାତ୍ୟା ଭାବରେ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଉପକୂଳ ଛୁଇଁପାରେ।

Manoj Swain
  • Published: Monday, 21 October 2024
  • Updated: 21 October 2024, 05:43 PM IST

Sports

Latest News

ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ହିଟ୍‌ କରିପାରେ। ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ବାତ୍ୟା ଭାବରେ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଉପକୂଳ ଛୁଇଁପାରେ। ଭାରତୀୟ ପାଣିପାଗ ବିଭାଗ ( ଆଇଏମଡି) ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ପୁରୀ ବିଚରେ ରେଡ ଫ୍ଲାଗ ଲଗାଇଛନ୍ତି ଲାଇଭ ଗାର୍ଡ ଏବଂ ଅଗ୍ନିଶମ। ଦେଖନ୍ତୁ ପୂରା ଦୃଶ୍ୟ...

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos