Advertisment

ବାତ୍ୟା ଆଲର୍ଟ: ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍

ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ହିଟ୍‌ କରିପାରେ। ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ବାତ୍ୟା ଭାବରେ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଉପକୂଳ ଛୁଇଁପାରେ।

Advertisment

ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ହିଟ୍‌ କରିପାରେ। ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ବାତ୍ୟା ଭାବରେ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଉପକୂଳ ଛୁଇଁପାରେ। ଭାରତୀୟ ପାଣିପାଗ ବିଭାଗ ( ଆଇଏମଡି) ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ପୁରୀ ବିଚରେ ରେଡ ଫ୍ଲାଗ ଲଗାଇଛନ୍ତି ଲାଇଭ ଗାର୍ଡ ଏବଂ ଅଗ୍ନିଶମ। ଦେଖନ୍ତୁ ପୂରା ଦୃଶ୍ୟ...

Advertisment
Puri Odisha Cyclone Dana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe