ଅସରାଏ ବର୍ଷାରେ ଉବୁଟୁବୁ ରାଜଧାନୀ। ବର୍ଷା ପରେ ଭୁବନେଶ୍ୱରରେ ଜଳବନ୍ଦୀ ସ୍ଥିତି। ଭୁବନେଶ୍ୱର ରାଜରାସ୍ତାରେ ପାଣିର ସୁଅ । କମିଶନରେଟ୍ ପୁଲିସ ମୁଖ୍ୟାଳୟ ସାମ୍ନାରେ ଆଣ୍ଠୁଏ ପାଣି । ଏନେଇ ଦେଖନ୍ତୁ କଣ କହୁଛନ୍ତି ଭୁବନେଶ୍ୱର ମେୟର ସୁଲୋଚନା ଦାସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀରେ ୧୦୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା, ବାୟୁ ମାନରେ ଆସିଲା ଉନ୍ନତି
ଦିଲ୍ଲୀରେ ତୁହାକୁ ତୁହା ବର୍ଷା ଜାରି ରହିଛି। ଫଳରେ ଦିନର ସର୍ବାଧିକ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସକୁ ଖସିଛି। ବର୍ଷା କାରଣରୁ ବାୟୁ ଗୁଣବତ୍ତାରେ ଉନ୍ନତି ଘଟିଛି ଏବଂ ବର୍ତ୍ତମାନ ସହରରୁ GRAP-3ର ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି।
Weather
ପଶ୍ଚିମା ଝଡ଼ ପ୍ରଭାବ; କାଲିଠୁ ପୁଣି ଛେଚିବ
ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
Weather
ଆଜିଠୁ ବଦଳିବ ପାଗ; କମିବ ବର୍ଷା, ବଢ଼ିବ କୁହୁଡି
କମିବ ବର୍ଷା, ବଢ଼ିବ କୁହୁଡି। ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Weather
ଆହୁରି ୨୪ ଘଣ୍ଟା ବର୍ଷିବ
ଆଜି ସକାଳେ ଟ୍ୱିନ୍ ସିଟି ସମେତ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି।
Weather
ଆହୁରି ୪୮ ଘଣ୍ଟା ବର୍ଷା! ତା'ପରେ ବଢ଼ିବ ଶୀତ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।