Advertisment

ତାତି ଉପରମୁହାଁ; ପାରଳାଖେମୁଣ୍ଡି ଉତ୍ତପ୍ତ ସହର

ଆଜି ଦିନ ତାପମାତ୍ରା ସର୍ବାଧିକ ୩୯.୮ ଡ଼ିଗ୍ରୀ ରେକର୍ଡ କରାଯାଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି।

undefined

Heat Wave

Advertisment

ରାଜ୍ୟର ପାରଦ ଉପରମୁହାଁ ହୋଇଛି। ଯେଉଁଥିପାଇଁ ଆଜି ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇଛି। ୫ ସହର ତାପମାତ୍ରା ୩୯ ଡ଼ିଗ୍ରୀ ଛୁଇଁଛି। ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ପାଲଟିଛି ଉତ୍ତପ୍ତ ସହର। ଏଠାରେ ଆଜି ଦିନ ତାପମାତ୍ରା ସର୍ବାଧିକ ୩୯.୮ ଡ଼ିଗ୍ରୀ ରେକର୍ଡ କରାଯାଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ବାଲେଶ୍ୱରରେ ୩୫.୧ ଡିଗ୍ରୀ, ଚାନ୍ଦବାଲିରେ ୩୮.୨ ଡିଗ୍ରୀ, କଟକରେ ୩୮.୪ ଡିଗ୍ରୀ, ପାରାଦୀପରେ ୩୩.୧ ଡିଗ୍ରୀ, ଭୁବନେଶ୍ୱରରେ ୩୭.୩ ଡିଗ୍ରୀ, ଗୋପାଳପୁରରେ ୩୩.୦ ଡିଗ୍ରୀ, ପୁରୀରେ ୩୩.୧ ଡିଗ୍ରୀ, ଅନୁଗୋଳରେ ୩୮.୧ ଡିଗ୍ରୀ, ବାରିପଦାରେ ୩୬.୦ ଡିଗ୍ରୀ, ଝାରସୁଗୁଡ଼ାରେ ୩୮.୩ ଡିଗ୍ରୀ, କେନ୍ଦୁଝରଗଡ଼ର ତାପାମାତ୍ରା ୩୬.୨ ଡିଗ୍ରୀ ରେକର୍ଡ କରାଯାଇଛି।

ସେହିପରି ସମ୍ୱଲପୁରରେ ୩୮.୦ ଡିଗ୍ରୀ, ସୁନ୍ଦରଗଡ଼ରେ ୩୭.୪ ଡିଗ୍ରୀ, ହୀରାକୁଦରେ ୩୮.୦ ଡିଗ୍ରୀ, ତାଳଚେରରେ ୩୮.୬ ଡିଗ୍ରୀ, ଭବନୀପାଟଣାରେ ୩୯.୦ ଡିଗ୍ରୀ, ବଲାଙ୍ଗିରରେ ୩୮.୯ ଡିଗ୍ରୀ, କୋରାପୁଟରେ ୩୬.୦ ଡିଗ୍ରୀ, ଫୁଲବାଣୀରେ ୩୮.୯ ଡିଗ୍ରୀ, ଟିଟିଲାଗଡ଼ରେ ୩୯.୨ ଡିଗ୍ରୀ, ମାଲକାନଗିରିରେ ୩୮.୨ ଡିଗ୍ରୀ, ସୋନପୁରରେ ୩୭.୪, ଦାରିଙ୍ଗବାଡ଼ିରେ ୩୪.୫ ଡିଗ୍ରୀ, ନୟାଗଡ଼ରେ ୩୯.୨, ବୌଦ୍ଧରେ ୩୯.୫ ଡିଗ୍ରୀ, ଛତ୍ରପୁରରେ ୩୫.୦ ଡିଗ୍ରୀ,ପାରଳାଖେମୁଣ୍ଡିରେ ୩୯.୮ ଡିଗ୍ରୀ, ରାୟଗଡ଼ାରେ ୩୮.୬ ଡିଗ୍ରୀ, ଭଦ୍ରକରେ ୩୬.୪ ଡିଗ୍ରୀ, ଭଦ୍ରକରେ ୩୬.୪ ଡିଗ୍ରୀ, ଢେଙ୍କାନାଳରେ ୩୭.୫ ଡିଗ୍ରୀ, ବରଗଡ଼ରେ ୩୫.୨ ଡିଗ୍ରୀ, ଦେବଗଡ଼ରେ ୩୫.୨ ଡିଗ୍ରୀ, ନୂଆପଡ଼ାରେ ୩.୪ ଡିଗ୍ରୀ, ନବରଙ୍ଗପୁରରେ ୩୭.୬ ଡିଗ୍ରୀ, ଜଗତସିଂହପୁରରେ ୩୭.୫ ଡିଗ୍ରୀ ଓ ରାଉରକେଲାରେ ତାପମାତ୍ରା ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି।

Advertisment
Heat Wave Heat Wave In Odisha Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe