ଦୁଇ ତିନି ଦିନର ସାମାନ୍ୟ ଆଶ୍ୱସ୍ତି ପରେ ରାଜ୍ୟକୁ ପୁଣି ଫେରିଛି ଗ୍ରୀଷ୍ଣ ଲହରି। ଗରମ କଢେଇରେ କଳବଳ ହେଉଛନ୍ତି ରାଜ୍ୟବାସୀ। ଆଜି ଦିନ ୨ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାର ତାପମାତ୍ରା ରେକର୍ଡ କରାଯାଇଛି।
Also Read
ଆଜି ଦିନ ସାଢ଼େ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ା ପାଲଟିଛି ସବୁଠୁ ଉତ୍ତପ୍ତ ସହର। ଝାରସୁଗୁଡ଼ାରେ ତାତି ୪୩.୬ ଡିଗ୍ରୀ ସେଲସିୟସ୍ ରହିଛି। ସେହିପରି ଭୁବନେଶ୍ୱର ୪୨.୨ ଡିଗ୍ରି, ହୀରାକୁଦ ୪୨.୨ ଡିଗ୍ରି, ସମ୍ବଲପୁର ୪୨.୨ ଡିଗ୍ରି, କେନ୍ଦୁଝର ୪୧.୮ ଡିଗ୍ରି, ଚାନ୍ଦବାଲି ୪୧.୮ ଡିଗ୍ରି, ରାଉଲକେଲା ୪୧,୪ ଡିଗ୍ରି, ବାଲେଶ୍ୱର ୪୧ ଡିଗ୍ରି, ପୁରୀ ୩୫ ଡିଗ୍ରି, ଗୋପାଳପୁର ୩୪.୮ ଡିଗ୍ରି, ପାରାଦ୍ୱୀପ ୩୪. ୨ ଡିଗ୍ରି ଉତପ୍ତ ସହର ରହିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
କାଲିଠୁ କମିବ ବର୍ଷା, ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ବର୍ଷା ହୋଇଛି ନୟାଗଡ଼ ଜିଲ୍ଲା ରଣପୁରରେ।
Weather
ଦୁର୍ବଳ ହେଉଛି ଅବପାତ; ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ
ମତ୍ସ୍ୟଜୀବୀମାନେ ସମୁଦ୍ରକୁ ନଯିବା ପାଇଁ କୁହାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି କୂଳକୁ ଫେରି ଆସିବାକୁ ନିବେଦନ କରାଯାଇଛି।
Weather
ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର।
Weather
ଲାଗି ରହିଛି ବର୍ଷା, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆଗାମୀ ୩ ଦିନରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତା’ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରାରେ ୨-୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି।