Advertisment

ଶନିବାର ସକାଳେ ଏହି ସବୁ ଜିଲ୍ଲାରେ ହେବ ଘନ କୁହୁଡି!

ଶନିବାର ସକାଳେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି।

undefined

Fog

Advertisment

ଆସନ୍ତାକାଲି ଅର୍ଥାତ ଶନିବାରଠାରୁ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିସହ ଜାଡରୁ ମିଳିବ ସାମାନ୍ୟ ଆଶ୍ୱସ୍ତି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୨୩ ତାରିଖ(ଶନିବାର) ସକାଳେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି।

୨୪ ତାରିଖ ସକାଳେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି।

Advertisment

୨୫ ତାରିଖ ସକାଳେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି।

Daense Fog Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe