କୁହୁଡ଼ି ନେଇ ୩ ଜିଲ୍ଲାକୁ ସତର୍କ ସୂଚନା, ୨୭ ଓ ୨୮ରେ କିଛି ସ୍ଥାନରେ ହୋଇପାରେ ବର୍ଷା

ଆଜି ରାତି, ଆସନ୍ତାକାଲି ଅର୍ଥାତ୍ ଶନିବାର ସକାଳେ ଓ ରାତିରେ ଏବଂ ରବିବାର ସକାଳେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।

Fog

Representational Image

Jitendra Garnayak
  • Published: Friday, 22 November 2024
  • Updated: 22 November 2024, 05:41 PM IST

Sports

Latest News

ରାଜ୍ୟର ୩ ଜିଲ୍ଲା- ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡିରେ ହାଲୁକାର ମଧ୍ୟମ ଧରଣର କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଆଇଏମ୍‌ଡିଠାରୁ ଏହି ସୂଚନା ପାଇବା ପରେ ସ୍ୱତନ୍ତ୍ର ରିଲିଫ କମିଶନର (SRC) ଏହି ତିନି ଜିଲ୍ଲାର ପୁଲିସ୍ ଓ ପରିବହନ ଅଧିକାରୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି। କୁହୁଡ଼ି ସମୟରେ ରାଜପଥଗୁଡ଼ିକରେ ଯେମିତି କୌଣସି ଗାଡ଼ି ଦୁର୍ଘଟଣାଗ୍ରସ୍ତ ନହୁଅନ୍ତି, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଏସ୍‌ଆରସି ସେମାନଙ୍କୁ କହିଛନ୍ତି।

ଆଜି ରାତି, ଆସନ୍ତାକାଲି ଅର୍ଥାତ୍ ଶନିବାର ସକାଳ ଓ ରାତିରେ ଏବଂ ରବିବାର ସକାଳେ ସୁନ୍ଦରଗଡ଼, କନ୍ଧମାଳ ଓ କଳାହଣ୍ଡିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆଗାମୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ। ତେବେ ଆସନ୍ତା ୨୭ ତାରିଖରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି। ସେହିପରି ୨୮ ତାରିଖରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଗାମୀ ୪ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାର ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତା’ପର ଦିନ ଠାରୁ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ଓ ସର୍ବାଧିକ ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ୍ସରେ ଏକ ପୋଷ୍ଟ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story