ଆଜିଠୁ ପ୍ରବଳ ବର୍ଷିବ; ୱାର୍ଣ୍ଣିଂ ଜାରି

୧୫ ତାରିଖରେ ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର।

Rain

Representation image

Tapaswini Nayak
  • Published: Saturday, 13 July 2024
  • Updated: 13 July 2024, 08:39 AM IST

ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ଓ ବିସ୍ତୃତି। ବଙ୍ଗୋପସାଗରରେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ,ଆଗାମୀ ୪ ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ୧୩, ୧୪ ଓ ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୩ ତାରିଖରେ ମାଲକାନଗିରି,ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି , କନ୍ଧମାଳ, ମୟୂରଭଞ୍ଜ ଓ କେଉଁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ବିଜୁଳି ଘଡ଼ଘଡ଼ି ମଧ୍ୟ ହେବ। ସେହିପରି ୧୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର,ଦେବଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ  ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ। 

Also Read

୧୫ ତାରିଖରେ ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ତେବେ ଏହି ସବୁ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାଯୋଗ୍ୟ,ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ହେଲେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story