ଆଜି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର,କାଲିଠୁ ପ୍ରବଳ ବର୍ଷିବ

ସମ୍ଭାବ୍ୟ ବର୍ଷା ସ୍ଥିତିକୁ ଦେଖି ଅକ୍ଟୋବର ୧ରୁ ୨ ତାରିଖ ସକାଳ ଯାଏଁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Weather PhotoReprasantive Image

Tapaswini Nayak
  • Published: Friday, 29 September 2023
  • Updated: 29 September 2023, 08:03 AM IST

Sports

Latest News

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ଏହା ପ୍ରଭାବରେ ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖରୁ ଅକ୍ଟୋବର ୩ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସମ୍ଭାବ୍ୟ ବର୍ଷା ସ୍ଥିତିକୁ ଦେଖି ଅକ୍ଟୋବର ୧ରୁ ୨ ତାରିଖ ସକାଳ ଯାଏଁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡ଼ିକ ହେଉଛି, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, କେଉଁଝର ଏବଂ ମୟୂରଭଞ୍ଜ।

Also Read

ସୂଚନାଯୋଗ୍ୟ, କିଛି ଦିନ ତଳେ ଆଇଏମଡି ଡିଜି ଆକ୍ଟୋବର ପ୍ରଥମ ସପ୍ତାହରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବାର ସମ୍ଭାବନା ଥିବା ସୂଚନା ଦେଇଥିଲେ। ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ପରେ ଏହା  ଅବପାତରେ ପରିଣତ ହେବ ବୋଲି କହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story