Advertisment

ତାତିରେ ଲାଗିବ ବ୍ରେକ; ଆଜି ଓ କାଲି ବର୍ଷିବ

ରବିବାର ୩୭ ଡିଗ୍ରୀ ସହ ମାଲକାନଗିରି ସବୁଠୁ ଉତ୍ତପ୍ତ ସହର ଥିଲା।

ଅଦ୍ୟତନ ହୋଇଛି
Rain

Rain

Advertisment

ରାଜ୍ୟରେ ବଢ଼ୁଥିବା ତାତିରେ ଲାଗିବ ରୋକ୍। ପଶ୍ଚିମା ଝଡ ପ୍ରଭାବରେ ତାତିରେ ସାମାନ୍ୟ ବିରାମ ଲାଗିବ। ରାଜ୍ୟ ଉପରେ କୌଣସି ନିର୍ଦ୍ଦିଷ୍ଟ ପାଣିପାଗର ପ୍ରଭାବ ନଥିବା ବେଳେ
ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଯାଏଁ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Advertisment

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଅନୁଗୋଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସେହିପରି ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ ଓ ଯାଜପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କିନ୍ତୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତିରେ ବ୍ରେକ୍ ଲାଗିବ ନାହିଁ। । ରବିବାର  ୩୭ଡିଗ୍ରୀ ସହ ମାଲକାନଗିରି ସବୁଠୁ ଉତ୍ତପ୍ତ ସହର ଥିଲା।

Advertisment
Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe