ତାତିରେ ଲାଗିବ ବ୍ରେକ; ୭ରୁ ପୁଣି ରାଜ୍ୟରେ ବର୍ଷା

ଆଜି ଓ ଆସନ୍ତାକାଲି ପାଗ ଶୁଖିଲା ରହିବ।

weather

representation image

Tapaswini Nayak
  • Published: Tuesday, 05 March 2024
  • Updated: 05 March 2024, 09:59 AM IST

Sports

Latest News

ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଲାଗି ରହିଥିବା ତାତିରେ ଲାଗିଛି ବ୍ରେକ୍। ଖରାର ପ୍ରକୋପ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି। ଆଜି ସକାଳେ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

 ଆଜି ଓ ଆସନ୍ତାକାଲି ପାଗ ଶୁଖିଲା ରହିବ। ପୁଣି ୭ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପେଗ କେନ୍ଦ୍ର ପକ୍ଷରୂ ସୂଚନା ଦିଆଯାଇଛି। 

Also Read

ଗତକାଲି ସନ୍ଧ୍ୟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର,ମୟୂରଭଞ୍ଜ,ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। ମୟୂରଭଞ୍ଜର ମୋରଦାରେ ୧୫ ମିଲିମିଟର, କେନ୍ଦୁଝରର ଚମ୍ପୁଆରେ ସର୍ବାଧିକ ୪.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ପାଣିକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story