ଆଜି ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ତତ୍ ସଂଲଗ୍ନ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ଅବସ୍ଥିତ ସୁଦୃଶ୍ୟ ଲଘୁଚାପ
ଏହାର ପ୍ରଭାବରେ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନ ତଥା ବିଶେଷ ଭାବେ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ବଦଳିଲା ପାଗର ମିଜାଜ୍; ଟ୍ୱିନ୍ ସିଟିରେ ବର୍ଷା
ରାଜ୍ୟରେ ସ୍ୱଳ୍ପ ଧରଣର ବର୍ଷା ପ୍ରଭାବରେ ୨ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ।
Weather
ଚାଷୀଙ୍କୁ ଧାନ ଅମଳ ଚିନ୍ତା; ୮ ଓ ୯ ତାରିଖରେ ବର୍ଷା!
ରାଜ୍ୟର କିଛି ଜିଲ୍ଲାରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ତେଣୁ ପ୍ରବର ଶୀତ ହେବ ବୋଲି ଆକଳନ କରାଯାଉଛି।
Weather
୧୨୩ ବର୍ଷ ପରେ ଏଥର ନଭେମ୍ବରରେ ଶୀତ କମ୍ ଗରମ ଅଧିକ
ଚଳିତ ବର୍ଷର ନଭେମ୍ବରରେ ଅନ୍ୟ ବର୍ଷ ଅପେକ୍ଷା ଅଧିକ ଉତ୍ତାପ ଅନୁଭୁତ ହୋଇଛି।
National
ସ୍ଥଳଭାଗ ଛୁଇଁଲା ବାତ୍ୟା ‘ଫେଙ୍ଗଲ୍’, ୩ରୁ ୪ ଘଣ୍ଟା ଚାଲିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା
ପୁଡୁଚେରୀ ନିକଟରେ ଛୁଇଁଲା ସ୍ଥଳଭାଗ। ପୁଡୁଚେରୀ ଓ ତାମିଲନାଡ଼ୁର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ପବନ ସହିତ ବର୍ଷା ଜାରି ରହିଛି।
Weather
ତାମିଲନାଡୁରେ ବାତ୍ୟା, ଓଡ଼ିଶାରେ ୨ ଯାଏଁ ବର୍ଷା!
୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କା ବର୍ଷା ହେବାର ସମ୍ଭାବନା ରହିଛି।