ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ

ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର। 

Rain

Representational image

Tapaswini Nayak
  • Published: Saturday, 21 December 2024
  • Updated: 21 December 2024, 09:21 AM IST

Sports

Latest News

ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ କେନ୍ଦ୍ରୀଭୂତ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଗତକାଲିଠୁ ଲାଗି ରହିଛି ବର୍ଷା। ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। 

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରଆ, ଆଜି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ।ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିବ।

Also Read

ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ଆଜି ସକାଳେ ଟ୍ୱିନ ସମେତ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। 

ଦୁଇଦିନ ଧରି ବର୍ଷା ଲାଗତ ରହିବା ଯୋଗୁ  ଚିନ୍ତାରେ ପଡ଼ିଯାଇଛନ୍ତି ଚାଷୀ ।ଅଦିନିଆ ବର୍ଷାରେ ପାଚିଲା ଧାନ ନଷ୍ଟ ହୋଇଯିବା ଆଶଙ୍କାରେ ଆଜି  ସକାଳୁ ସକାଳୁ ତରବରିଆ ଭାବେ ବିଲରୁ ଧାନ କାଟି ନେଉଛନ୍ତି ଚାଷୀ। 
 
telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story