Advertisment

ଆଜିଠୁ ରାଜ୍ୟରେ ବଢିବ ଶୀତ

ରାଜ୍ୟରେ ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି।

ଅଦ୍ୟତନ ହୋଇଛି
winter

winter

Advertisment

ଆଜିଠୁ ରାଜ୍ୟରେ ବଢିବ ଶୀତ। ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ କମିବା ଫଳରେ ହାଲକା ଶୀତ ଅନୁଭୂତ ହେବ। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,ରାଜ୍ୟରେ ୨ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା କମିବ। ଏହାପରେ ଅପରିବର୍ତ୍ତିତ ରହିବ।

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସଙ୍କ ସୂଚନା ଅନୁସାରେ,ଆଜି଼ଠୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟ ପାଗ ଶୁଖିଲା ରହିବ। କିଛି କିଛି ସ୍ଥାନରେ ହାଲକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ ରହିଛି ପାଣିପାଗ କେନ୍ଦ୍ର।

Advertisment

ରାଜ୍ୟରେ ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଏହା ସହ ପାହାନ୍ତିଆରେ ମଧ୍ୟ କୁହୁଡ଼ି ମଧ୍ୟ ଦେଖିବାକୁ ମିଳୁଛି। ଦାରିଙ୍ଗିବାଡ଼ିରେ ଅଧିକ ଶୀତ ଅନୁଭୂତ ହେଉଛି। ସେହିପରି ସୁନ୍ଦରଗଡ଼, କୋରାପୁଟ ଓ କନ୍ଧମାଳରେ  ଥଣ୍ଡା ଅନୁଭୂତ ହେଉଛି।

Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe