ବଦଳିଲା ପାଗର ମିଜାଜ୍। ମିଳିଲା କୋହଲା ପାଗ ଓ ବର୍ଷାରୁ ମୁକ୍ତି। ଆଜିଠୁ ଆଗାମୀ ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜିଠୁ ଆଗାମୀ ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ। କେବଳ ନୟାଗଡ଼ ଏବଂ ଗଞ୍ଜାମର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବା ସହ ରାତି ତାପମାତ୍ର ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିବାର ସମ୍ଭାବନା ରହିଛି।
Also Read
ଓଡିଶାରୁ ଆନ୍ଧ୍ର ମଧ୍ୟ ଦେଇ ଯାଇଥିବା ନିମ୍ନ ଚାପରେଖା ଫଳରେ ଓଡ଼ିଶା ମଧ୍ୟକୁ ପ୍ରଚୁର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଆସୁଛି। ଯାହା ଘନ କୁହୁଡି କରିବାରେ ସହାୟକ ହେବ। ଏଥିପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ ଜିଲ୍ଲାରେ ଘନ କୁହୁଡି ନେଇ ପାଣିପାଗ ବିଭାଗ ୟଲୋ ୱାର୍ଣ୍ଣିଂ ଜାରି କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
କାଲିଠୁ କମିବ ବର୍ଷା, ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ବର୍ଷା ହୋଇଛି ନୟାଗଡ଼ ଜିଲ୍ଲା ରଣପୁରରେ।
Weather
ଦୁର୍ବଳ ହେଉଛି ଅବପାତ; ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ
ମତ୍ସ୍ୟଜୀବୀମାନେ ସମୁଦ୍ରକୁ ନଯିବା ପାଇଁ କୁହାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି କୂଳକୁ ଫେରି ଆସିବାକୁ ନିବେଦନ କରାଯାଇଛି।
Weather
ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର।
Weather
ଲାଗି ରହିଛି ବର୍ଷା, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆଗାମୀ ୩ ଦିନରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତା’ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରାରେ ୨-୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି।