ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଏବେ ସବୁଠି ଭୟ । ଓଡ଼ିଶା ପାଇଁ ବିପଦ ଆଣିବାକୁ ଥିବା ଏହି ବାତ୍ୟାକୁ ନେଇ ଗାଁଠୁ ସହର ସବୁଠି ଚର୍ଚ୍ଚା। ତେବେ ବେଶୀ ଆଲୋଚନା ହେଉଛି ଏହାର ନାମକରଣକୁ ନେଇ। କିଏ ଏହାର ନାଁ ଦାନା ଦେଲା ? କାହିଁକି ହେଲା ଏଭଳି ନାମକରଣ ? ଦାନାର ଅର୍ଥ କଣ ? ନାମକରଣ ପଛରେ କଣ ରହିଛ କାରଣ ?
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
କାଲିଠୁ କମିବ ବର୍ଷା, ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ବର୍ଷା ହୋଇଛି ନୟାଗଡ଼ ଜିଲ୍ଲା ରଣପୁରରେ।
Weather
ଦୁର୍ବଳ ହେଉଛି ଅବପାତ; ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ
ମତ୍ସ୍ୟଜୀବୀମାନେ ସମୁଦ୍ରକୁ ନଯିବା ପାଇଁ କୁହାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି କୂଳକୁ ଫେରି ଆସିବାକୁ ନିବେଦନ କରାଯାଇଛି।
Weather
ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର।
Weather
ଲାଗି ରହିଛି ବର୍ଷା, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆଗାମୀ ୩ ଦିନରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତା’ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରାରେ ୨-୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି।