ମେଷ: ଦିନଟି ଶୁଭଫଳ ପ୍ରଦାନ କରିବ। ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ।
ମିଥୁନ: ସନ୍ତାନଙ୍କୁ ନେଇ ଶୁଭ ସମାଚାର ପାଇବେ। ପିଲାଦିନର ମିତ୍ରଙ୍କ ସହିତ ଭେଟ ହେବ। ବ୍ୟବସାୟ ପାଇଁ ଦିନଟି ଅନୁକୂଳ ରହିବ।
ସିଂହ: ଅଫିସ୍ରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ରହିବ। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବ।
କନ୍ୟା: କ୍ରୋଧ ଓ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ପାରିବାରିକ ସମସ୍ୟା ଦୂର କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ।
ତୁଳା: ପ୍ରତ୍ୟେକ କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ ରହିବ। ଆକସ୍ମିକ ଖର୍ଚ୍ଚ ହୋଇପାରେ।
ବିଛା: ସୁଖ, ଶାନ୍ତି ବଜାୟ ରହିବ। ସ୍ୱାସ୍ଥ୍ୟ ଭଲ ରହିବ। ବନ୍ଧୁ ବା ପରିବାର ଲୋକଙ୍କ ସହିତ ଦୂର ସ୍ଥାନକୁ ଯାଇପାରନ୍ତି।
ଧନୁ: ମାନସିକ ଶାନ୍ତି ଲାଭ କରିବେ। ବକେୟା ଅର୍ଥ ମିଳିବ। ଘରର ବାତାବରଣ ଭଲ ରହିବ।
ମକର: ପାରିବାରିକ ଜୀବନରେ ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖାଦେଇପାରେ। ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଓ ପ୍ରତିଷ୍ଠାରେ ହାନି ହେବାର ଆଶଙ୍କା ଅଛି।
କୁମ୍ଭ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି। ଭାଇମାନଙ୍କ ସହିତ ସୁସମ୍ପର୍କ ରହିବ।
ମୀନ: କ୍ରୋଧ ଓ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନକୁ ଆସିବାକୁ ଦିଅନ୍ତୁ ନାହିଁ। ମଧ୍ୟାହ୍ନ ପରେ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Guest Column
ଚନ୍ଦ୍ରଗ୍ରହଣ ଓ ପାକତ୍ୟାଗ ମିଥ୍
୨୦୨୩ ମସିହାରେ ମେସିନ ଚାଳିତ ଯାନ ପଠାଇ ଚନ୍ଦ୍ରଙ୍କ ଫୋଟୋ ଭାରତ ଆଣିଲା। ଏହା ବିଜେପିର ଶାସନ ସମୟରେ ହୋଇଛି। ଏହାପରେ ଆମେ ବିଶ୍ଵାସ କରିବା କି ଯେ ଚନ୍ଦ୍ର ଗ୍ରହଣ ସମୟରେ ରାହୁ ଓ କେତୁ ଚନ୍ଦ୍ରକୁ ଗ୍ରାସ କରିଥାନ୍ତି?

Astrology
ଘରର ଏହି ଦିଗରେ ଲଗାନ୍ତୁ ଆଇନା; ବଢ଼ିବ ଧନ ସମ୍ପତ୍ତି
ସକାଳେ ଉଠି ଆଇନାରେ ମୁହିଁ ଦେଖିବା ଉଚିତ୍ ନୁହେଁ। ଏହାଦ୍ୱାରା ଶରୀର ଉପରେ ନକାରତ୍ମକ ପ୍ରଭାବ ପଡ଼ିଥାଏ।

Astrology
ରୋଷେଇ ଘରେ ଏହି ଦିଗରେ ଲଗାନ୍ତୁ ନାହିଁ ପାଣି ଟ୍ୟାପ; ନଚେତ...
ଶିଡ଼ି ପାଖରେ ବା ଶିଡ଼ି ଘର ତଳେ ରୋଷେଇ ଘର କରନ୍ତୁ ନାହିଁ। ଏପରି କଲେ ଘରେ ନକାରାତ୍ମକ ଶକ୍ତିର ପ୍ରବେଶ ହୋଇଥାଏ।

Astrology
ଘର ନିକଟରେ ଲଗାନ୍ତୁ ଏହି ସବୁ ଗଛ; ମିଳିବ ଶୁଭଫଳ
ବେଲ ଗଛ ଘର ନିକଟରେ ରହିଲେ ଘରେ ସକାରାତ୍ମକ ଶକ୍ତି ବୃଦ୍ଧି ହୋଇଥାଏ।
Astrology
ପାଖେଇ ଆସିଲାଣି ଦୀପାବଳି; ଘରୁ ଫୋପାଡ଼ି ଦିଅନ୍ତୁ ଏହି ସବୁ ଜିନିଷ, ନଚେତ...
ମା’ ଲକ୍ଷ୍ମୀଙ୍କୁ ପ୍ରସନ୍ନ କରିବା ନିମନ୍ତେ ଘର ଦ୍ୱାରକୁ ପରିଷ୍କାର କରାଯିବା ସହ ନୂଆ ବଧୂ ପରି ସଜା ଯାଇଥାଏ। କିନ୍ତୁ ଅଜାଣତରେ ଆମେ ଘରେ ଏପରି କିଛି ଜିନିଷ ରଖିଥାଉ ଯେଉଁଥି ପାଇଁ ମା’ କୋପ କରିବା ସହ ଘରୁ ଫେରି ଯାଇଥାନ୍ତି ।