୩୦ ନଭେମ୍ବର, ବୁଧବାର: ଉଧାର ଟଙ୍କା ଫେରିପାଇବେ

ମେଷ:ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରି ପାରିବେ । ପ୍ରତିଯୋଗିତାରେ ବିଜୟୀ ହେବେ ଓ ପାରିବାରିକ କ୍ଷେତ୍ରରେ  ଥିବା ମନୋମାଳିନ୍ୟ ଦୂର ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ବୃଷ: ସ୍ୱାସ୍ଥ୍ୟ ପୂର୍ବାପେକ୍ଷା ଭଲ ରହିବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।  ଅଧିକ ପରିଶ୍ରମ କରି ଉଚ୍ଚପଦାଧିକାରୀଙ୍କଠାରୁ ସାହାଯ୍ୟ ସହଯୋଗ […]

RASI

RASI

Niharika Rout
  • Published: Wednesday, 30 November 2022
  • Updated: 30 November 2022, 07:39 AM IST

Sports

Latest News

ମେଷ:ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରି ପାରିବେ । ପ୍ରତିଯୋଗିତାରେ ବିଜୟୀ ହେବେ ଓ ପାରିବାରିକ କ୍ଷେତ୍ରରେ  ଥିବା ମନୋମାଳିନ୍ୟ ଦୂର ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।

ବୃଷ: ସ୍ୱାସ୍ଥ୍ୟ ପୂର୍ବାପେକ୍ଷା ଭଲ ରହିବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।  ଅଧିକ ପରିଶ୍ରମ କରି ଉଚ୍ଚପଦାଧିକାରୀଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ।

ମିଥୁନ: ପରିକ୍ଷା ଫଳ ଆଶାତୀତ ଭଲ ହେବ।  ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।

କର୍କଟ:ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ।  ବାଦବିବାଦ, ମାଲିମୋକଦ୍ଦମା, ଲିଖିତ ପରୀକ୍ଷା ତଥା ସାକ୍ଷାତକାରରେ ସଫଳ ହେବେ । ସତର୍କ ନହେଲେ ଯାନବାହନରେ କିଛି ସମସ୍ୟା ଘଟିପାରେ ।

ସିଂହ: ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ଆନନ୍ଦ ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗୁ ମାନସମ୍ମାନ ବଜାୟ ରହିବ ଓ ପଦୋନ୍ନତିର ସୂଚନା ପାଇ ପାରନ୍ତି।

 କନ୍ୟା: ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ସହ ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟ ପାଇଁ ଦୂର ଯାତ୍ରା କରି ଆଶାତୀତ ଫଳ ପାଇବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ ।

ତୁଳା: କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ  ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକି ଥିବା ଟଙ୍କା ମିଳିଯିବ।

ବିଚ୍ଛା: ପାରିବାରିକ ଜୀବନ ଆନନ୍ଦରେ କଟିବା ସହ ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ ।

ଧନୁ: ସାଙ୍ଗ ସାଥିମାନଙ୍କ ସାହାଯ୍ୟ ସହଯୋଗ ପାଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ।  କର୍ମ କ୍ଷେତ୍ରରେ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ସମ୍ମାନ ପ୍ରାପ୍ତି ହେବ ।

ମକର: ଅଫିସରେ ଅଟକି ରହିଥିବା କାମ ସୁରୁଖୁରୁରେ ସମ୍ପନ୍ନ ହେବ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରିବେ।

କୁମ୍ଭ:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ମୀନ: ନିଜର ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳ କ୍ରମେ ସମାଧାନ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story