୨ ଅକ୍ଟୋବର, ରବିବାର: ଦିନଟି ଶୁଭଫଳ ପ୍ରଦାନ କରିବ

ମେଷ: ପାରିବାରିକ କ୍ଷେତ୍ରରେ ଥିବା ସମସ୍ୟା ଦୂର ହୋଇଯିବ। କର୍ମକ୍ଷେତ୍ରରେ ସଫଳତା ମିଳିବ। କିଛି କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ। ବୃଷ: ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ବ୍ୟବସାୟରୁ ଲାଭ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସା ପାଇବେ। ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଶତ୍ରୁମାନେ ପରାଜିତ ହେବେ। ଅନ୍ୟମନସ୍କ […]

Horoscope

Horoscope

Jitendra Garnayak
  • Published: Sunday, 02 October 2022
  • Updated: 02 October 2022, 07:49 AM IST

Sports

Latest News

ମେଷ: ପାରିବାରିକ କ୍ଷେତ୍ରରେ ଥିବା ସମସ୍ୟା ଦୂର ହୋଇଯିବ। କର୍ମକ୍ଷେତ୍ରରେ ସଫଳତା ମିଳିବ। କିଛି କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ।

ବୃଷ: ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ବ୍ୟବସାୟରୁ ଲାଭ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସା ପାଇବେ।

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଶତ୍ରୁମାନେ ପରାଜିତ ହେବେ। ଅନ୍ୟମନସ୍କ ରହିବେ। ବିଦ୍ୟାର୍ଥୀମାନେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ।

କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ଉପୁଜିବ। ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି।

ସିଂହ: ମନ ସ୍ଥିର ରହିବ। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ। ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।

କନ୍ୟା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିପାରିବେ। ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇଁ କଳହର ସମ୍ମୁଖୀନ ହୋଇପାରନ୍ତି। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

ତୁଳା: ଅର୍ଥଲାଭ ହେବ। ସମସ୍ୟାର ସମାଧାନ ହେବ। ଖଳ ଲୋକଙ୍କ କଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି କରିବାର ଆଶଙ୍କା ରହିଛି।

ବିଛା: ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଦେଖି ଅସନ୍ତୋଷ ପ୍ରକାଶ କରିବେ। ଚୁପ୍ ରହିଲେ କିଛି ସମସ୍ୟାର ସମାଧାନ ହୋଇଯାଇପାରେ। ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କ ପାଇଁ ଦିନଟି ବହୁତ ଭଲ ରହିଛି।

ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମ୍ନା କରିବେ।

ମକର: ଆତ୍ମୀୟ ସ୍ୱଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। ଆକସ୍ମିକ ଭାବେ ଖର୍ଚ୍ଚ ବଢ଼ିବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। ଅଗ୍ନି, ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରହିବା ଭଲ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ହେବ। ବ୍ୟବସାୟରେ ଭଲ ଲାଭ ମିଳିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।

ମୀନ: ବନ୍ଧୁଙ୍କ ସାହାଯ୍ୟ ପାଇ ଆନନ୍ଦିତ ହେବେ। ବସ୍ତ୍ର ଆଭୂଷଣ ଆଦି ପ୍ରାପ୍ତିର ଯୋଗ ରହିଛି। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story