ଆବଶ୍ୟକ ସାମଗ୍ରୀ: ମୁଗ ଡାଲି, ଓଉ, ଅଦା, ସାରୁ, ଆଳୁ, ପାଣି କଖାରୁ, ଘିଅ, ହେଙ୍ଗୁ, ଜିରା, ତେଜପତ୍ର, ଶୁଖିଲା ଲଙ୍କା, କୋରା ନଡ଼ିଆ, ଧନିଆ ପତ୍ର ଓ ଲୁଣ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ମୁଗ ଡାଲିକୁ ୧୦ ମିନିଟ୍ ଯାଏଁ ବତୁରାଇ ରଖନ୍ତୁ। ସେହି ସମୟ ମଧ୍ୟରେ ପରିବା କାଟି ଦିଅନ୍ତୁ। ଏହା ପରେ ପ୍ରେସର କୁକରରେ ବତୁରା ଡାଲି, ଓଉ, ସାରୁ, ପାଣି କଖାରୁ, ଆଳୁ ଏବଂ ଆବଶ୍ୟକ ଅନୁସାରେ ପାଣି ଦେଇ ଏହାକୁ ଚୁଲିରେ ବସାଇ ଦିଅନ୍ତୁ। ପ୍ରେସର କୁକର ଗୋଟିଏ ସିଟି ମାରିବା ପରେ ତାକୁ ଓହ୍ଲାଇ ଦିଅନ୍ତୁ।
ଏବେ କରେଇରେ ଘିଅ ପକାଇ ଗରମ କରନ୍ତୁ। ଘିଅ ଗରମ ହୋଇଗଲେ ସେଥିରେ ତେଜପତ୍ର, ଜିରା ଓ ହେଙ୍ଗୁ ପକାଇ ଫୁଟାନ୍ତୁ। ଏହା ପରେ ସେଥିରେ ପ୍ରେସର କୁକରରେ ଥିବା ଡାଲିକୁ ମିଶାଇ ଦିଅନ୍ତୁ। ଶେଷରେ ଅଳ୍ପ କୋରା ନଡ଼ିଆ, ଜିରା ଓ ଶୁଖିଲା ଲଙ୍କା ଗୁଣ୍ଡକୁ ତା’ ଉପରେ ପକାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ହବିଷ ଡାଲମା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Health
ରାଜ୍ୟରେ HMPV ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି
ଭାରତ ସରକାରଙ୍କ ଯାହା ଗାଇଡଲାଇନ୍ ଆସିବ ପାଳନ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ।
Lifestyle
ଶୀତଦିନେ ନଗାଧୋଇଲେ ବଢ଼େ ଆୟୁଷ! ଜାଣନ୍ତୁ କ'ଣ କହୁଛନ୍ତି ବିଶେଷଜ୍ଞ
ଡକ୍ଟର ରେବେକ୍କା ପିଣ୍ଟୋ ନଗାଧୋଇବାର ଲାଭ ବିଷୟରେ କରିଥିବା ଦାବିକୁ ନେଇ କୌଣସି ଗବେଷଣାତ୍ମକ ପ୍ରମାଣ ଶେୟାର କରିନାହାନ୍ତି।

Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।

Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।

Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।